Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 8

ହିତୋପଦେଶ 8:7-9

Help us?
Click on verse(s) to share them!
7ଯେହେତୁ ମୋହର ମୁଖ ସତ୍ୟ କହିବ, ଦୁଷ୍ଟତା ମୋ’ ଓଷ୍ଠାଧରର ଘୃଣାର ବିଷୟ।
8ମୋ’ ମୁଖର ସମସ୍ତ କଥା ଧର୍ମମୟ; ତହିଁ ମଧ୍ୟରେ ବକ୍ର କିମ୍ଵା କୁଟିଳ କିଛି ନାହିଁ।
9ଯେ ତାହା ବୁଝେ, ତାହା ପ୍ରତି ସେହିସବୁ ସ୍ପଷ୍ଟ; ପୁଣି, ବିଦ୍ୟାପ୍ରାପ୍ତ ଲୋକଙ୍କ ପ୍ରତି ତାହା ଯଥାର୍ଥ ଅଟେ।

Read ହିତୋପଦେଶ 8ହିତୋପଦେଶ 8
Compare ହିତୋପଦେଶ 8:7-9ହିତୋପଦେଶ 8:7-9