1ଜ୍ଞାନ ଆପଣା ଗୃହ ନିର୍ମାଣ କରିଅଛି, ସେ ତାହାର ସପ୍ତସ୍ତମ୍ଭ ଖୋଳିଅଛି;
2ସେ ଆପଣା ପଶୁସବୁ ବଧ କରିଅଛି; ସେ ଆପଣା ଦ୍ରାକ୍ଷାରସ ମିଶ୍ରିତ କରିଅଛି; ସେ ଆପଣା ମେଜ ମଧ୍ୟ ସଜାଇଅଛି।
3ସେ ଆପଣା ଦାସୀମାନଙ୍କୁ ପଠାଇଅଛି, ସେ ନଗରର ସର୍ବୋଚ୍ଚ ସ୍ଥାନରୁ ଡାକି କହେ,
4ଯେଉଁ ଜଣ ଅବୋଧ, ସେ ଏଠାକୁ ଆସୁ; ପୁଣି, ଯେଉଁ ଜନ ନିର୍ବୋଧ, ତାହାକୁ ସେ କହେ,