Text copied!
Bibles in Odia

ହିତୋପଦେଶ 9:10-15 in Odia

Help us?

ହିତୋପଦେଶ 9:10-15 in ଓଡିଆ ବାଇବେଲ

10 ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ, ପୁଣି, ଧର୍ମସ୍ୱରୂପଙ୍କ ବିଷୟକ ଜ୍ଞାନ ହିଁ ସୁବିବେଚନା ଅଟେ।
11 ଯେହେତୁ ମୋ’ ଦ୍ୱାରା ତୁମ୍ଭର ଦିନ ବୃଦ୍ଧି ପାଇବ, ପୁଣି, ତୁମ୍ଭ ଆୟୁର ବର୍ଷ ବଢ଼ିବ।
12 ତୁମ୍ଭେ ଜ୍ଞାନୀ ହେଲେ, ଆପଣା ନିମନ୍ତେ ଜ୍ଞାନୀ ହେବ; ଯଦି ନିନ୍ଦା କର, ଆପେ ତାହା ବୋହିବ।
13 ଅଜ୍ଞାନା ସ୍ତ୍ରୀଲୋକ କଳିହୁଡ଼ୀ; ସେ ଅବୋଧ ଓ କିଛି ଜାଣେ ନାହିଁ।
14 ସେ ଆପଣା ଗୃହର ଦ୍ୱାର ନିକଟରେ ଓ ନଗରର ଉଚ୍ଚ ସ୍ଥାନରେ ଆସନ ପାରି ବସେ।
15 ସେ ନିକଟ ଦେଇ ନିଜ ନିଜ ପଥରେ ସଳଖେ ଯିବାର ପଥିକମାନଙ୍କୁ ଡାକି କହେ,
ହିତୋପଦେଶ 9 in ଓଡିଆ ବାଇବେଲ