Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 9

ହିତୋପଦେଶ 9:2-4

Help us?
Click on verse(s) to share them!
2ସେ ଆପଣା ପଶୁସବୁ ବଧ କରିଅଛି; ସେ ଆପଣା ଦ୍ରାକ୍ଷାରସ ମିଶ୍ରିତ କରିଅଛି; ସେ ଆପଣା ମେଜ ମଧ୍ୟ ସଜାଇଅଛି।
3ସେ ଆପଣା ଦାସୀମାନଙ୍କୁ ପଠାଇଅଛି, ସେ ନଗରର ସର୍ବୋଚ୍ଚ ସ୍ଥାନରୁ ଡାକି କହେ,
4ଯେଉଁ ଜଣ ଅବୋଧ, ସେ ଏଠାକୁ ଆସୁ; ପୁଣି, ଯେଉଁ ଜନ ନିର୍ବୋଧ, ତାହାକୁ ସେ କହେ,

Read ହିତୋପଦେଶ 9ହିତୋପଦେଶ 9
Compare ହିତୋପଦେଶ 9:2-4ହିତୋପଦେଶ 9:2-4