Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 9

ହିତୋପଦେଶ 9:5-8

Help us?
Click on verse(s) to share them!
5“ଆସ, ମୋହର ଭକ୍ଷ୍ୟ ଭୋଜନ କର ଓ ମୋହର ମିଶ୍ରିତ ଦ୍ରାକ୍ଷାରସ ପାନ କର।”
6ହେ ଅବୋଧ ଲୋକମାନେ, ଅବୋଧମାନଙ୍କର ସଙ୍ଗ ପରିତ୍ୟାଗ କରି ଜୀବନ ରକ୍ଷା କର; ପୁଣି, ସୁବିବେଚନାର ପଥରେ ଚାଲ।
7ଯେ ନିନ୍ଦକକୁ ଶିକ୍ଷା ଦିଏ, ସେ ଆପେ ଲଜ୍ଜା ପାଏ; ପୁଣି, ଯେ ଦୁଷ୍ଟକୁ ଅନୁଯୋଗ କରେ, ସେ ନିଜେ କଳଙ୍କ ପାଏ।
8ନିନ୍ଦକକୁ ଅନୁଯୋଗ କର ନାହିଁ, କଲେ, ସେ ତୁମ୍ଭକୁ ଘୃଣା କରିବ, ଜ୍ଞାନୀକୁ ଅନୁଯୋଗ କର, ତହିଁରେ ସେ ତୁମ୍ଭକୁ ପ୍ରେମ କରିବ।

Read ହିତୋପଦେଶ 9ହିତୋପଦେଶ 9
Compare ହିତୋପଦେଶ 9:5-8ହିତୋପଦେଶ 9:5-8