Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 9

ହିତୋପଦେଶ 9:6-7

Help us?
Click on verse(s) to share them!
6ହେ ଅବୋଧ ଲୋକମାନେ, ଅବୋଧମାନଙ୍କର ସଙ୍ଗ ପରିତ୍ୟାଗ କରି ଜୀବନ ରକ୍ଷା କର; ପୁଣି, ସୁବିବେଚନାର ପଥରେ ଚାଲ।
7ଯେ ନିନ୍ଦକକୁ ଶିକ୍ଷା ଦିଏ, ସେ ଆପେ ଲଜ୍ଜା ପାଏ; ପୁଣି, ଯେ ଦୁଷ୍ଟକୁ ଅନୁଯୋଗ କରେ, ସେ ନିଜେ କଳଙ୍କ ପାଏ।

Read ହିତୋପଦେଶ 9ହିତୋପଦେଶ 9
Compare ହିତୋପଦେଶ 9:6-7ହିତୋପଦେଶ 9:6-7